The Ultimate Managed Hosting Platform
ADVERTISEMENT

ଦିନିକିଆ କ୍ରିକେଟରୁ ଅବସର ନେଲେ ସ୍ମିଥ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିନିକିଆ କ୍ରିକେଟରୁ ଅବସର ନେଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍ । ଚାମ୍ପିଅନ୍ସ ଟ୍ରଫି ସେମି ଫାଇନାଲରେ ପରାଜୟ ପରେ ଦିନିକିଆ କ୍ରିକେଟରୁ ଅବସର ନେଲେ ଷ୍ଟିଭ୍ । ଗତକାଲି ଦୁବାଇରେ ଭାରତ ବିପକ୍ଷ ମ୍ୟାଚରେ ପରାଜୟ ହୋଇଥିଲା ଅଷ୍ଟ୍ରେଲିଆ । ୧୭୦ଟି ଦିନିକିଆ ଖେଳି ଶେଷରେ ଅବସର ଘୋଷଣା କଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ । ତେବେ ଗତକାଲି ଟିମ୍ ଇଣ୍ଡିଆ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲେ ସ୍ମିଥ । ୯୬ଟି ବଲରେ ୭୩ ରନ୍ କରିଥିଲେ ସ୍ମିଥ ମାତ୍ର ତାଙ୍କ ଦମଦାର ପ୍ରଦର୍ଶନ ସତ୍ବେ ଅଷ୍ଟ୍ରେଲିଆ ହାରିଯାଇଛି । ଆଉ ଏହି ପରାଜୟ ପରେ ଦିନିକିଆରୁ ସନ୍ନ୍ୟାସ ନେଇଛନ୍ତି ସ୍ମିଥ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login