The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କମିଲା ସୁନା ଦର

Facebook
Twitter
LinkedIn

ଭୁବନେଶ୍ୱର : ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି । ସାରା ବିଶ୍ବରେ କିଛି ବଢ଼ି ବଢ଼ି ଚାଲିଥିଲା ସୁନା ଦର । ମାତ୍ର ଆଜି ସୁନା ମୂଲ୍ୟ କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୪୯୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୨୦୦ ଟଙ୍କା ଛୁଇଁଛି । ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୪୯୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୨୦୦ ଟଙ୍କା ଓ ୮୭,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୩୫୦ ଟଙ୍କା ଓ ୮୭, ୬୪୦ ଟଙ୍କା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪ ଯାଏଁ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର...

Login