The Ultimate Managed Hosting Platform
ADVERTISEMENT

ଅଙ୍ଗନବାଡି ଦିଦି ଓ କର୍ମୀଙ୍କୁ ମିଳିବ ସ୍ୱତନ୍ତ୍ର ପୁରସ୍କାର ରାଶି- ଉପମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ପୁରସ୍କାର । ଅଙ୍ଗନବାଡି କର୍ମୀଙ୍କୁ ମିଳିବ ୧୫୦୦ ଟଙ୍କା । ସହାୟିକାଙ୍କୁ ୫୦୦ ଟଙ୍କାର ପୁରସ୍କାର ମିଳିବ । ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ସେହିପରି ଆଜି ସୁଭଦ୍ରା ଟଙ୍କା ମଧ୍ୟ ଆକାଉଣ୍ଟକୁ ଆସିଛି । ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ଟଙ୍କା ଖାତାକୁ ଗଲା । ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login