The Ultimate Managed Hosting Platform
ADVERTISEMENT

ଫ୍ରିଜ ପାଣି ପିଉଥିଲେ ସାବଧାନ….

Facebook
Twitter
LinkedIn

ବ୍ୟୁରୋ : ଯଦି ଆପଣ ଫ୍ରିଜରୁ ପାଣି କାଢି ପିଉଛନ୍ତି ତାହେଲେ ଜାଣି ନିଅନ୍ତୁ ଏହା ଆପଣଙ୍କ ଶରିରକୁ କେଉଁ ପ୍ରକାରର କ୍ଷତି ପହଞ୍ଚାଇ ପାରେ । ପ୍ରଥମତଃ ସଂକ୍ରମଣ କାରଣରୁ ଡାକ୍ତରମାନେ ଏବେ ଥଣ୍ଡା ପାଣି ପିଇବାକୁ ସମ୍ପୂର୍ଣ୍ଣ ଭାବେ ମନା କରିଛନ୍ତି । ଏହାସହିତ ଥଣ୍ଡା ପାଣି ଶରୀରକୁ ଅନ୍ୟାନ୍ୟ କ୍ଷତି ମଧ୍ୟ ପହଞ୍ଚାଇଥାଏ ତାହେଲେ ଆସନ୍ତୁ ଜାଣିବା ସେ ବିଷୟରେ ।
ଫ୍ରିଜ୍ ପାଣି ଶରିର ପାଇଁ ଅତ୍ୟନ୍ତ କ୍ଷତିକାରକ ହୋଇଥାଏ କାରଣ ଫ୍ରିଜରେ ପାଣି ସାଧାରଣ ତାପମାତ୍ରାରୁ କୃତ୍ରିମ ଉପାୟରେ ଥଣ୍ଡା ହୋଇଥାଏ । ଏହି ଥଣ୍ଡା ହୋଇଥିବା ପାଣିକୁ ଶରୀର ସହଜରେ ଗ୍ରହଣ କରି ପାରେନାହିଁ, । ଯାହାକି ଶରୀରକୁ ଗଲାପରେ କ୍ଷତି ପହଞ୍ଚାଇଥାଏ ।
ଥଣ୍ଡା ପାଣି ପିଇବା ଦ୍ଵାରା ଶରୀରରେ କୋଷ୍ଠକାଠିନ୍ୟ ଦେଖାଦେଇଥାଏ । ଯାହାଦ୍ୱାରା ଆପଣଙ୍କ ଶରୀରର ପୁରା ସିଷ୍ଟମ ବିଗିଡି ଯାଇଥାଏ । ଆୟୁର୍ବେଦରେ କୋଷ୍ଠକାଠିନ୍ୟକୁ ସମସ୍ତ ରୋଗର ମୂଳ ବୋଲି କୁହାଯାଇଛି ।
ଥଣ୍ଡାପାଣି ପିଇବା ଦ୍ଵାରା ଆପଣଙ୍କ ଶରୀରର କୋଷିକା ଗୁଡିକ ଠିକ୍ ଭାବେ କାମ କରେନାହିଁ । ଯାହାର ପ୍ରଭାବ ମେଟାବୋଲିଜିମ୍ ଉପରେ ପଡିଥାଏ ଏବଂ ଏହା ଆପଣଙ୍କ ହାର୍ଟବିଟ଼୍ ମଧ୍ୟ କମ୍ କରିଦେଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login