ଭୁବନେଶ୍ୱର : ସହିଦ ନଗରର ଏକ ମିକ୍ସର ଫ୍ୟାକ୍ଟ୍ରିରେ ଭୀଷଣ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ । ଘର ଭିତରୁ ପ୍ରବଳ ଧୂଆଁ ବାହାରୁଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ନିଆଁ ଲାଗିବାର କାରଣ ଜଣାପଡ଼ିନଥିବା ବେଳେ ସ୍ଥାନୀୟ ପରିବେଶ ଧୁଆଁମୟ ହୋଇଯାଇଛି । ସେଠାରେ ଥିବା ସ୍ଥାନୀୟ ବାସିନ୍ଦା ଭୟବୀତ ଅବସ୍ଥାରେ ରହିଛନ୍ତି ।
Views: 15