ଭୁବନେଶ୍ୱର : ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି । ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି । ପ୍ରଥମେ ମୋକଲର ଧରିଲେ ଜୟନାରାୟଣ ବୋଲି କହିଲେ ତାରା । ରାଜନ ଏକ୍କା ଓ ଅଶୋକ ମହାନ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି । ହାତରେ ବିଭିନ୍ନ ଲେଖା ଥିବା ପ୍ଲାକାର୍ଡ ଧରି ବିଜେଡି ବିଧାୟକ ପ୍ରତିବାଦ କରିଛନ୍ତି । ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟର ପ୍ରତିବାଦ କରିଛନ୍ତି । କଂଗ୍ରେସ ବିଧାୟକମାନେ ହାତରେ ବ୍ୟାନର ଧରି ମହିଳା ନିର୍ୟ୍ୟାତନା ପ୍ରସଙ୍ଗରେ ପ୍ରତିବାଦ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ଉପରକୁ କଂଗ୍ରେସ ବିଧାୟକ ଚଢବାକୁ ଉଦ୍ୟମ କରିଛନ୍ତି । ତେବେ ହଟ୍ଟଗୋଳ ଭିତରେ ପ୍ରଶ୍ନକାଳ ଜାରି ରହିଥିଲା । ସୁରୁଖୁରୁରେ ଚାଲିପାରୁନି ବିଧାନସଭାର ଦ୍ୱିତୀୟ ବଜେଟ୍ ଅଧିବେଶନ। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ନାରାବାଜି। ଗୃହ ଆରମ୍ଭରୁ ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢିଗଲେ ବିରୋଧୀ। ପୂର୍ବରୁ ମଧ୍ୟ ଗୃହରେ ଏହିଭଳି ହୋହଲ୍ଲା ପାଇଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ।
ବିଧାନସଭାରେ ଜୟନାରାୟଣ-ତାରା ହାତାହାତି

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...