The Ultimate Managed Hosting Platform
ADVERTISEMENT

ମୁହଁ ଖୋଲିଲେ ଜୟ ନାରାୟଣ, କହିଲେ ମୁଁ କିଛି ଭୁଲ କରିନି

Facebook
Twitter
LinkedIn

ଭୁବନେଶ୍ୱର : ବନେ୍ଦ ଉକôଳ ଜନନୀ ସମ୍ପର୍କିତ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ଜୟ ନାରାୟଣ । ମୁଁ ସ୍ପଷ୍ଟ କରୁଛି ଯେ ସୁପ୍ରିମକୋର୍ଟ କହିଛନ୍ତି ରାଜ୍ୟ ସଙ୍ଗୀତ ନାହିଁ । ରାଜ୍ୟ ସଙ୍ଗୀତ ରହିପାରିବନି, ରାଜ୍ୟ ପତାକା ରହିପାରିବନି । କେନ୍ଦ୍ରର ଗୋଟିଏ ଜାତୀୟ ସଙ୍ଗୀତ, ଗୋଟିଏ ଜାତୀୟ ପତାକା । ବନ୍ଦେ ଉତ୍କଳ ଜନନୀ ରେ କେବଳ ଓଡିଶାର ପ୍ରଶଂସା କରାଯାଇଛି । ବନ୍ଦେ ଓଡିଶା ଜନନୀ କରନ୍ତୁ ମୋର କି ଆପତ୍ତି ନାହିଁ । ତିନୋଟି ଅଂଚଳ ମିଶାଇ ଓଡିଶା ପ୍ରଦେଶ କରିବେ କିନ୍ତୁ ଗୋଟେ ଅଂଚଳର ଜୟଗାନକୁ ଆପଣ ଗ୍ରହଣ କରି ପାରୁଛନ୍ତି କି? ବିକାଶ ସବୁ ଦିଗରେ ପହଂଚିବା କଥା, ସବୁ ଅଂଚଳର ଭାଷା ସଂସ୍କୃତି କୁ ସମ୍ମାନ ଦେବାର ଅଛି । ବିଜେଡ଼ି ର ପଶ୍ଚିମ ଓଡିଶାରେ ସ୍ଥିତି ନାହିଁ ବୋଲି ପ୍ରତିବାଦ କରୁଛି । ବିଜେଡ଼ି ପଶ୍ଚିମ ନୁହେଁ ଉପକୁଳ ଓଡିଶାରେ କଣ ବିକାଶ କରିଛି ହିସାବ ଦିଅନ୍ତୁ । ମୁଁ ଚାହୁଁଛି, ତିରିଶ ଜିଲ୍ଲାକୁ ମିଶାଇ ଏମିତି ଗୋଟେ ସଂଗୀତ ଆସୁ । ଜଣେ ମୁଖ୍ୟମନ୍ତ୍ରୀ, ୨୪ ବର୍ଷ ଓଡ଼ିଆ କହିଲେ ନାହିଁ, କିନ୍ତୁ ମୁଁ ମୋ ଅଞ୍ଚଳର ବିକାଶ କଥା କହିଲେ ଓଡ଼ିଆ ଅସ୍ମିତା ଯଦି କ୍ଷୂର୍ଣ୍ଣ ହେବ ତେବେ ଏହା ଉପରେ ମୋର କିଛି କହିବାର ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login