The Ultimate Managed Hosting Platform
ADVERTISEMENT

ଆସନ୍ତା ୨୪ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ

Facebook
Twitter
LinkedIn

ଭୁବନେଶ୍ୱର : ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ୍ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ନୟାଗଡ଼ ଜିଲ୍ଲା ଗସ୍ତ କରିବେ। ସେଠାରେ କଣ୍ଟିଲୋ ନୀଳମାଧବଙ୍କ ପୂଜାର୍ଚ୍ଚନା କରିବା ପରେ ଅନ୍ୟ କାର୍ୟ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login