The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦେଶରେ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍

Facebook
Twitter
LinkedIn

ନୂଆଦିଲ୍ଲୀ : ବର୍ତ୍ତମାନ ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ଦେଶରେ କମୁଛି କରୋନା ଗ୍ରାଫ୍, କମୁଛି ସଂକ୍ରମଣ । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୩୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୧ ଛୁଇଁଛି ।

ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ୫୧ ହଜାର ୫୫୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୬୯୮୯୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୩ ଲକ୍ଷ ୬୭ ହଜାର ୭୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୪ ହଜାର ୫୮୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login