The Ultimate Managed Hosting Platform
ADVERTISEMENT

ରାସ୍ତା ତଳକୁ ଖସିଲା ବସ, ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ । ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୪୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ବସଟି ଦ୍ରୁତ ଗତିରେ ଆସି ଏକ ବାଇକକୁ ଧକ୍କା ଦେଇଥିଲା। ଏହା ପରେ ବସଟି ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା। ଏହି ବସଟି ଘରୋଇ ଯାତ୍ରୀବାହୀ ବସ । ବସଟି କିଞ୍ଜିରକେଲାରୁ ସୁନ୍ଦରଗଡ଼ ଆସୁଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login