The Ultimate Managed Hosting Platform
ADVERTISEMENT

ପାୱାର ଚେନାଲରେ ବୁଡି ଭିସୁଟର ଛାତ୍ରଙ୍କ ମୃତ୍ୟୁ

Facebook
Twitter
LinkedIn

ବୁର୍ଲା: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍)ର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଛାତ୍ର ଜଣକ ଅନ୍ୟ ବନ୍ଧୁଙ୍କ ସହ ହୀରାକୁଦ ନଦୀବନ୍ଧ ପାୱାର ଚେନାଲର ‘ଅଠରହଜାର’କୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ ବୁଡ଼ି ଯାଇଥିଲେ। ସାଙ୍ଗରେ ଥିବା ଅନ୍ୟ ଛାତ୍ରମାନେ ତାଙ୍କୁ ପାଣିରୁ ଉଦ୍ଧାର କରିଥିଲେ। ତାଙ୍କୁ ତୁରନ୍ତ ଭିମସାର ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login