The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ଦୋଳପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ

Facebook
Twitter
LinkedIn

ପୁରୀ : ଆଜି ପବିତ୍ର ଦୋଳପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ୟ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ । ଆଜି ମହାପ୍ରଭୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login