The Ultimate Managed Hosting Platform
ADVERTISEMENT

ଅନିଲ-ହଂସିତାଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

Facebook
Twitter
LinkedIn

ଭୁବନେଶ୍ୱର : ଅନିଲ-ହଂସିତାଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ । ୫୦ ହଜାର ଟଙ୍କାର ଜଣେ ଜାମିନଦାରଙ୍କ ବଦଳରେ ଜାମିନ୍ ମିଳିଛି । ତେବେ ହାଇକୋର୍ଟ ପାସପୋର୍ଟ ସରେଣ୍ଡର କରିବାକୁ ସର୍ତ୍ତ ରଖିଛନ୍ତି । ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା ଓ ଅନୀଲ ବିଭିନ୍ନ ସଂସ୍ଥା ଓ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ଟାର୍ଗେଟ କରି ଲୁଟି ଚାଲିଥିଲେ । ଏପରିକି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଜ୍ୱାଇଁ ବୋଲି ପରିଚୟ ଦେଇ ମଧ୍ୟ ଲୋକଙ୍କୁ ଠକିଥିବା ଅଭିଯୋଗ ଆସିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login