The Ultimate Managed Hosting Platform
ADVERTISEMENT

ପଶ୍ଚିମ ଓଡିଶାରେ ଆସମ୍ଭାଳ ତାତି, ୨ ଦିନ ପାଇଁ ୬ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ପୂର୍ବାନୁମାନ

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମ ଓଡିଶାରେ ଅସମ୍ଭାଳ ତାତି । ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ୬ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୬ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ତେଣୁ ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଝାରସୁଗୁଡ଼ା ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ଜାରି ହେବାର ସମ୍ଭାବନା ବହୁତ ଅଧିକ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ମାର୍ଚ୍ଚ ୧୮ ପାଇଁ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login