The Ultimate Managed Hosting Platform
ADVERTISEMENT

ବସ ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ବର ଘାଟିକିଆ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ସ୍କୁଟି ଚାଳକଙ୍କ ଉପରେ ମାଡିଗଲା ଘରୋଇ ବିଶ୍ୱବିଦ୍ୟାଳୟର ବସ । ଘଟଣାସ୍ଥଳରେ ରାସ୍ତାରୋକ ସହ ଉତ୍ତେଜନା ଦେଖାଦେଇଛି । ମୃତକ ହେଲେ ପାଇକରାପୁର ଅଞ୍ଚଳର ସୌମ୍ୟ ରଞ୍ଜନ ସାହୁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login