The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଗାଡି

Facebook
Twitter
LinkedIn

କଳାହାଣ୍ଡି : ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଗାଡି । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଚିଲିଗୁଡାରେ ଘଟିଛି ଦୁର୍ଘଟଣା । ଫଳରେ ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ସୂଚନା ରହିଛି । ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ଗୁରୁତର ଲୋକଙ୍କୁ ଉଦ୍ଧାର କରି ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ବରଯାତ୍ରୀ ଗାଡ଼ି କଳାହାଣ୍ଡିରୁ ଲୋକଙ୍କୁ ନେଇ ଛତିଶଗଡ଼କୁ ଯାଇଥିଲା । ରାତିରେ ବିବାହ ଶେଷ ହେବା ପରେ ସମସ୍ତେ କଳାହାଣ୍ଡି ଜିଲ୍ଲାକୁ ଫେରୁଥିଲେ । ହେଲେ ବାଟରେ ହଠାତ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ମୃତକଙ୍କୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login