The Ultimate Managed Hosting Platform
ADVERTISEMENT

ଓଡିଶାରେ ହରିୟାଣା ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ ପହଞ୍ଚିଛନ୍ତି । ସେଠାରେ ଧର୍ମେନ୍ଦ୍ରଙ୍କୁ ସାକ୍ଷାତ କରିବା ସହ ଆଲୋଚନା କରିବେ । ସୂଚନା ଅନୁସାରେ ମାର୍ଚ୍ଚ ୧୭ରେ ଦିଲ୍ଲୀରେ ୮୩ ବର୍ଷ ବୟସରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଥିଲା । ଦିଲ୍ଲୀ ଏମସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ଦେବେନ୍ଦ୍ର ପ୍ରଧାନ ଦୁଇ ଥରର ସାଂସଦ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login