The Ultimate Managed Hosting Platform
ADVERTISEMENT

ୟୁକ୍ରେନରେ ଭାରତୀୟ ଛାତ୍ରଙ୍କୁ ଲାଗିଲା ଗୁଳି

Facebook
Twitter
LinkedIn

କିଭ୍‌: ରୁଷ ଓ ୟୁକ୍ରେନ୍ ମଧ୍ୟରେ ଲାଗିଥିବା ଘମାଘୋଟ ଯୁଦ୍ଧରେ ପୁଣି ଜଣେ ଭାରତୀୟ ଛାତ୍ରଙ୍କୁ ଲାଗିଲା ଗୁଳି । ୟୁକ୍ରେନରେ ଥିବା ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ, ଛାତ୍ର ଜଣକ ଭାରତ ଫେରୁଥିବା ସମୟରେ ତାଙ୍କ ଦେହରେ ଗୁଳି ବାଜିଥିବା ଜଣାପଡ଼ିଛି । ଆହତ ଛାତ୍ରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କିଭର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାନୁଯାୟୀ, ରୁଷର ଆକ୍ରମଣରେ ଏଯାବତ ୟୁକ୍ରେନର ୧୦ରୁ ଅଧିକ ସହର କ୍ଷତିଗ୍ରସ୍ତ ହୋଇଥିବା ସହ ଏହି ଯୁଦ୍ଧରେ ୧୫୦୦ରୁ ଅଧିକ ୟୁକ୍ରେନୀୟ ଆହତ ହୋଇଛନ୍ତି । ଏନେଇ ପୋଲାଣ୍ଡରେ ଉପସ୍ଥିତ ଥିବା କେନ୍ଦ୍ର ରାଜ୍ୟମନ୍ତ୍ରୀ ଭି.କେ. ସିଂ କହିଛନ୍ତି ଯେ, ଗୁଳି ବାଜିଥିବା ଛାତ୍ରଙ୍କୁ ଉଦ୍ଧାର କରି କିଭ୍ ଫେରାଇ ଆଣିବା ସହ ଚାକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଆହତ ଛାତ୍ରଙ୍କ ଅପରିଚୟ ମିଳି ପାରିନାହିଁ । ଅଧିକରୁ ଅଧିକ ଭାରତୀୟ ଛାତ୍ରଙ୍କୁ ଦେଶକୁ ଫେରାଇ ଆଣିବାକୁ ଚେଷ୍ଟା ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login