The Ultimate Managed Hosting Platform
ADVERTISEMENT

କଣ୍ଟିଲୋରେ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

Facebook
Twitter
LinkedIn

ନୟାଗଡ : ନୟାଗଡରେ ମହାମହିମ ରାଷ୍ଟ୍ରପତି । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ । ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ।
ଏହାପରେ ବିଶ୍ୱାବସୁଙ୍କ ତପସ୍ୟା ସ୍ଥଳକୁ ଯାଇ ଭୁବନେଶ୍ୱର ଫେରିଯିବାର କାର୍ୟ୍ୟକ୍ରମ ରହିଛି। ସେଠାରୁ ଫେରି ଭୁବନେଶ୍ବର ରାଜଭବନରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ରେ ୩୦ ପ୍ଲାଟୁନ ପୋଲିସ ଓ ଭୁବନେଶ୍ବରରେ ୧୨ ପ୍ଲାଟୁନ ପୋଲିସ ମୁତୟନ ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login