The Ultimate Managed Hosting Platform
ADVERTISEMENT

ଆଣ୍ଡାମାନ ସାଗର ଓ ତାଜାକିସ୍ତାନରେ ଭୂକମ୍ପ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଣ୍ଡାମାନ ସାଗରରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ୪.୪ ତୀବ୍ରତା ବୋଲି ଜଣାପଡିଛି । ଏହାର ଗଭୀରତା ୭୫ କିମି ରହିଥିଲା । ଆଜି ସକାଳ ୫ଟା ୨୧ ମିନିଟ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ତେବେ ଭୂମିକମ୍ପରେ କୌଣସି ଧନ-ଜୀବନ ହାନୀ ହୋଇଥିବା ଜଣାପଡିନାହିଁ । ଏହା ପୂର୍ବରୁ ବଙ୍ଗୋପସାଗରରେ ୪.୮ ତୀବ୍ରତାର ଭୂମିକମ୍ପ ହୋଇଥିବା ଜଣାପଡିଛି । ସେହିପରି ତଜାକିସ୍ତାନରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହାର ତୀବ୍ରତା ୪.୩ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login