ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ସେପଟେ ପିଅନ ଓ କିରାଣିର ବି ଆବଶ୍ୟକତା ଦେଖି ନିଯୁକ୍ତି ଦିଆଯିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କହିଛନ୍ତି, ଆମ ସରକାର ଶିକ୍ଷା କ୍ଷେତ୍ରକୁ ଗୁରୁତ୍ଵ ଦେଉଛି, ଆମ ବିଭାଗରେ ସବୁଠୁ ଅଧିକ ନିଯୁକ୍ତି ଦିଆ ଯାଉଛି ।
ପ୍ରଶ୍ନକାଳରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ନେଇ କୌଣସି ବ୍ୟବସ୍ଥା ହୋଇଛି କି ନାହିଁ ? ପ୍ରଶ୍ନ କରିଥିଲେ ଅତାବିରା ବିଧାୟକ ନିହାର ମହାନନ୍ଦ । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ନେଇ ନୀତିଗତ ବ୍ୟବସ୍ଥା ରହିଛି । ପୂର୍ବ ସରକାର ତରବର ଭାବରେ ଠିକ ଭାବରେ ବିଚାର ନକରି କମ୍ ଛାତ୍ରଛାତ୍ରୀ ଥିବା ସମୁଦାୟ ୫ହଜାର ୬ଶହ ୩୨ଟି ସ୍କୁଲର ମିଶ୍ରଣ କରିଛନ୍ତି । ୧୦୦ ମିଟର ବ୍ୟବଧାନରେ ଥିବା ୨ହଜାର ୧୫୨ଟି ସାଟେଲାଇଟ ସ୍କୁଲକୁ ମିଶ୍ରଣ କରାଯାଇଛି । ସିଡ୍ୟୁଲ ଏରିଆ ତଥା ସଂରକ୍ଷିତ ଅଞ୍ଚଳରେ ସର୍ବନିମ୍ନ ୨୦ ପିଲା ଓ ନନ୍ ସିଡ୍ୟୁଲ ତଥା ଅଣସଂରକ୍ଷିତ ଅଞ୍ଚଳରେ ୪୦ ପିଲା ଥିଲେ ସ୍କୁଲ ଖୋଲିବା ନେଇ ବିଚାର କରାଯିବ । ପ୍ରକ୍ରିୟା ଅନୁସାରେ ଆବେଦନ କରାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







