The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ସାଧାରଣ ଭକ୍ତଙ୍କ ପାଇଁ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ବନକଲାଗି ନୀତି ପାଇଁ ଅପରାହ୍ନ ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ । ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର କାର୍ୟ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି। ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login