The Ultimate Managed Hosting Platform
ADVERTISEMENT

ଏପ୍ରିଲ ୧୫ରେ ରାଜ୍ୟବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶା କଂଗ୍ରେସ ପଦେଶ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ପୁଣି ରାଜ୍ୟବ୍ୟାପି ଆନ୍ଦୋଳନ ନେଇ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୧୫ରେ ରାଜ୍ୟବ୍ୟାପୀ କଂଗ୍ରେସର ମଶାଲ ଶୋଭାଯାତ୍ରା ହେବା ରାଜ୍ୟର ସମସ୍ତ ବ୍ଲକ ମୁଖ୍ୟାଳୟରେ କଂଗ୍ରେସ ଶୋଭାଯାତ୍ରା କରିବ। ଏହାପରେ ଦଳ ଅପ୍ରେଲ ୨୧ରେ ଜିଲ୍ଲାପାଳ ଅଫିସ୍ ଘେରାଉ କରିବ।ଓଡ଼ିଶା କଂଗ୍ରେସ ପଦେଶ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ପୁଣି ରାଜ୍ୟବ୍ୟାପି ଆନ୍ଦୋଳନ ନେଇ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୧୫ରେ ରାଜ୍ୟବ୍ୟାପୀ କଂଗ୍ରେସର ମଶାଲ ଶୋଭାଯାତ୍ରା ହେବା ରାଜ୍ୟର ସମସ୍ତ ବ୍ଲକ ମୁଖ୍ୟାଳୟରେ କଂଗ୍ରେସ ଶୋଭାଯାତ୍ରା କରିବ। ଏହାପରେ ଦଳ ଅପ୍ରେଲ ୨୧ରେ ଜିଲ୍ଲାପାଳ ଅଫିସ୍ ଘେରାଉ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login