The Ultimate Managed Hosting Platform
ADVERTISEMENT

ଆମ ଜୀବନ ଖୋଲା ବହି : ମନମୋହନ

Facebook
Twitter
LinkedIn

ଭୁବନେଶ୍ୱର : ତାରା ବାହିନୀପତିଙ୍କ ଅଭିଯୋଗ ଉପରେ ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଆମ ଜୀବନ ଖୋଲା ବହି, ଦଳର ନେତା ମାନଙ୍କ ଜୀବନ ବି ଖୋଲା । ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ , ଦାୟିତ୍ୱହୀନ ମନ୍ତବ୍ୟ ଦେବା କଥା ନୁହେଁ । ଦଳର ଭାବମୂର୍ତ୍ତି ବହୁ ତ୍ୟାଗ ତପସ୍ୟା ପରେ ତିଆରି ହୋଇଛି । ଏମିତି ଦାୟିତ୍ୱହୀନ କଥା ଗଣମାଧ୍ୟମକୁ ନ ଆସୁ । ପରୀକ୍ଷା ନିରୀକ୍ଷ କରନ୍ତୁ । ମୋ ଆକାଉଣ୍ଟ ନେମ୍ବର ନେଇ ଚେକ କରନ୍ତୁ । ଦଳ ଆକାଉଣ୍ଟ ଖୋଲା ଅଛି । ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ ମନମୋହନ ସାମଲଙ୍କୁ ୧କୋଟି ଟଙ୍କା ଦିଆଯାଇଥିବା କଥା କହିଥିଲେ ରାଜା ଚକ୍ର ଓକିଲ । ଯାହାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏବଂ ପ୍ରତିକ୍ରିୟାଶୀଳ ହୋଇଛନ୍ତି ରାଜ୍ୟ ବିଜେପି ସଭାପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login