The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Facebook
Twitter
LinkedIn

ଭୁବନେଶ୍ୱର : ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିଳ୍ପପତିଙ୍କ ସହ ଆଲୋଚନା କରିବେ । ୯ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ୩ ନୂଆ ଆଇନ ଲାଗୁ ନେଇ ଆଲୋଚନା କରିବେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ । ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଜି ଶିଳ୍ପ ନେତୃତ୍ବଙ୍କ ସହ ଆଲୋଚନା କରିବେ । ଆସନ୍ତାକାଲି ଏଓୟୁ ସ୍ବାକ୍ଷର ହେବ। ତାଜ୍ ହୋଟେଲରେ IOCL, ISPRL ଓ ପେଟ୍ରୋନେଟ୍ LNG ସହ ରାଜ୍ୟ ସରକାର ଏମଓୟୁ ସ୍ବାକ୍ଷର କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login