ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୮ ତାରିଖ ଯାଏଁ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି ।
ଫଳରେ କାଲି ୧୧ ତାରିଖ ପର୍ୟ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







