The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ । କଟକରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିବେ ।ଆଜିଠୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ରାଜ୍ୟରେ ବର୍ତ୍ତମାନର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ସମନ୍ୱୟ ରଖି ଏବିପିଏମ୍-ଜେଏୱାଇ କାର୍ୟ୍ୟକାରୀ କରାଯିବ ।ଜାନୁଆରୀ ୧୩ରେ ଦିଲ୍ଲୀରେ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସି ମଧ୍ୟରେ ଏମଓୟୁ ସ୍ବାକ୍ଷର ହୋଇଥିଲା । ଏହି ଯୋଜନାରେ ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ବ୍ୟବସ୍ଥା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀଙ୍କ ଚରମ ବାଣୀ ; ବଦଳିଗଲେ ଠିକ, ନଚେତ କଠୋର ଦଣ୍ଡ ,ଟିଫିନ ଖାଇବା ପାଇଁ ଯେତିକି ସମୟ ଦରକାର ସେତିକିରେ ଖତମ

ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀଙ୍କ ଚରମ ବାଣୀ ; ବଦଳିଗଲେ ଠିକ, ନଚେତ କଠୋର ଦଣ୍ଡ ,ଟିଫିନ ଖାଇବା ପାଇଁ ଯେତିକି ସମୟ ଦରକାର ସେତିକିରେ ଖତମ

ନୂଆଦିଲ୍ଲୀ : ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ କଡା ସନେ୍ଦଶ । ଆମେ ପାକିସ୍ତାନକୁ ପରୀକ୍ଷାରେ ରଖିଛୁ କହିଲେ । ଯଦି ଏହାର ଆଚରଣରେ ଉନ୍ନତି...

ତୁର୍କୀକୁ ଲାଗିଲା ଆଉ ଏକ ଝଟକା, ବିମାନ କମ୍ପାନୀ ସେଲେବି ସର୍ଭିସେସର ସୁରକ୍ଷା ମଞ୍ଜୁରୀ ପ୍ରତ୍ୟାହାର କଲେ ଭାରତ ସରକାର

ତୁର୍କୀକୁ ଲାଗିଲା ଆଉ ଏକ ଝଟକା, ବିମାନ କମ୍ପାନୀ ସେଲେବି ସର୍ଭିସେସର ସୁରକ୍ଷା ମଞ୍ଜୁରୀ ପ୍ରତ୍ୟାହାର କଲେ ଭାରତ ସରକାର

ନୂଆଦିଲ୍ଲୀ : ତୁର୍କୀକୁ ଲାଗିଲା ଆଉ ଏକ ଝଟକା । ଆଜି ଆଉ ଏକ ଝଟ୍କା ଦେଇଛନ୍ତି କେନ୍ଦ୍ର ସରକାର । ଭାରତରେ କାର୍ୟ୍ୟକ୍ଷମ ଥିବା ତୁର୍କୀ...

Login