ଭୁବନେଶ୍ୱର : ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର ଜବାବ ରଖିଲେ ଦେବୀ ମିଶ୍ର । ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ । ବାବା ବିଜେଡିରେ ଥିବା ବେଳେ ଦଣ୍ଡଧରି ଦଳର ଦଉଡିକୁ ସମ୍ଭାଳିଥିଲେ । ଯୁଆଡେ ଗଲେ ବି ବାବାଙ୍କ ଦଣ୍ଡର ପ୍ରଭାବ ରହିବ । ବିଜେଡିରେ ଅସନ୍ତୋଷ କେଉଁଠି ବି ନାହିଁ ।
ଆଜି ବିଜେପି ନେତା ପ୍ରସନ୍ନ ପାଟ୍ଟଶାଣୀ ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଇଥିଲେ । ନବୀନ ପଟ୍ଟନାୟକ ଭୀଷଣ ମିଛ କହୁଛନ୍ତି କହିଲେ ପାଟ୍ଟଶାଣୀ । ପାଣ୍ଡିଆନଙ୍କ କଥାରେ ଭୀଷଣ ମିଛ କହୁଛନ୍ତି ନବୀନ । ଦଳରେ କଣ ଅଛି ଯେ ଦଳ ଗଢିବେ । ମୁଁ ପ୍ରଥମେ ପାଣ୍ଡିଆନଙ୍କୁ ବିରୋଧ କରିଥିଲେ । ବିଜେଡି ଦଳରେ ଏବେବି ଭୀଷଣ ଷଡଯନ୍ତ୍ର ଚାଲିଛି । ମୋ ବିରୋଧରେ ବି ପାଣ୍ଡିଆନ ଷଡଯନ୍ତ୍ର କରିଥିଲେ । ନେତାଙ୍କୁ ତାଗିଦ କରିବାର ଅଧିକାର କାହାର ନାହିଁ । ପାଣ୍ଡିଆନଙ୍କ ଯୋଗୁଁ ଦଳ ହାରିଛି . ବାରମ୍ବାର କହିବାକୁ ଚାହୁଁନି । ପ୍ରଭାତ ତ୍ରୀପାଠୀଙ୍କ ପ୍ରସଙ୍ଗରେ ନବୀନ ପଟ୍ଟନାୟକ କହିବା ଦୁର୍ଭାଗ୍ୟ ଜନକ । ମୁଁ ଚିଲିକାରୁ ଟିକେଟ ଚାହୁଁଥିଲି , ଶେଷ ସମୟରେ ଦେଲେନି । ବିଜେଡିରେ ନେତା ଅଣନିଶ୍ୱାସୀ ହେଇଗଲେଣି ।
ନବୀନ-ପାଣ୍ଡିଆନଙ୍କୁ ନେଇ ପାଟ୍ଟଶାଣୀ କହିଛନ୍ତି ମୁଁ ଯାହା ଦେଖିଛି ତାହା କଣ କହିହେବ । ମହୁ ଫେଣାରେ ମହୁ ଅଛି ବୋଲି କହି ତେରଛା ବାଣ ମାରିଛନ୍ତି ପ୍ରସନ୍ନ । ଏହାସହ କହିଛନ୍ତି, ଚେତାବନୀ କାମ ଦେବ ନାହିଁ । ଅଳ୍ପଦିନ ପରେ ସବୁ ଦେଖିବ । ମୁଁ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛି । ନଚେତ୍ ପଲିଟିକାଲ ଡେଥ୍ ହୋଇଯାଇଥାଆନ୍ତା ବୋଲି କହିଛନ୍ତି ପ୍ରସନ୍ନ ।
ପ୍ରସନ୍ନଙ୍କୁ କଡା ଜବାବ ଦେଲେ ଦେବୀ ମିଶ୍ର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











