The Ultimate Managed Hosting Platform
ADVERTISEMENT

ତାଜାକିସ୍ତାନରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ତାଜିକିସ୍ତାନରେ ପୁଣି ଭୂକମ୍ପ ଝଟକା । ୪.୫ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ, ଏହା ଭୂମିର ୧୦ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଥିଲା । ଗତ ରାତିରେ ପୁଣି ଏହି ଝଟକା ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରବିବାର ତାଜିକିସ୍ତାନରେ ଆଉ ଦୁଇଟି ଭୂମିକମ୍ପ ରେକର୍ଡ କରାଯାଇଥିଲା । ପ୍ରଥମ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିଲା । ଦ୍ୱିତୀୟ ଭୂମିକମ୍ପର ତୀବ୍ରତା ୩.୯ ରହିଥିଲା । ଦୁଇଟି ଭୂମିକମ୍ପ ଭୂମିରୁ ୧୦ କିଲୋମିଟର ତଳେ ହୋଇଥିଲା । ସୂଚନାଯୋଗ୍ୟ, ଗତ କିଛି ଦିନ ମଧ୍ୟରେ ଏସିଆର ଅନେକ ଦେଶରେ ବାରମ୍ବାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ୨୮ ମାର୍ଚ୍ଚରେ ମିଆଁମାରରେ ଏକ ବଡ଼ ଭୂମିକମ୍ପ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login