The Ultimate Managed Hosting Platform
ADVERTISEMENT

ଟ୍ରାକ୍ଟରକୁ ଧକ୍କା ଦେଲା ସ୍କୁଲ ବସ

Facebook
Twitter
LinkedIn

ଭୁବନେଶ୍ୱର : ରାସ୍ତାରେ କଡରେ ଥିବା ଟ୍ରାକ୍ଟରକୁ ଧକ୍କା ଦେଲା ସ୍କୁଲ ବସ । ଦୁର୍ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଟ୍ରାକ୍ଟର ଡାଲା ଛିଟିକି ପଡ଼ି ଚୁରମାର ହୋଇଛି । ପଟିଆ ଆରଟିଓ-୨ କାର୍ୟ୍ୟାଳୟ ଆଗରେ ଏହି ଦୁର୍ଘଟଣା ଘଟିଛି ।ସ୍କୁଲ ବସ୍ଟି ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଇଥିଲା । ଟ୍ରାକ୍ଟରଟି ଭାଙ୍ଗି ଯାଇଥିବା ବେଳେ ସ୍କୁଲ ବସ୍ର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି । ଇନ୍ଫୋସିଟି ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ ସ୍କୁଲ ବସ୍ ଓ ଟ୍ରାକ୍ଟରକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login