The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ

Facebook
Twitter
LinkedIn

ବଲାଙ୍ଗୀର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ । ବଲାଙ୍ଗୀର-ଟିଟଲାଗଡ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏନଏଚ୍ ୨୬ ମଠଖାଇ ପାହାଡ ନିକଟରେ ଏଭଳି ଅଘଟଣ ଘଟିଛି । ବାଇକ୍ ଆରୋହୀଙ୍କ ଗାଡ଼ି ଦ୍ରୁତ ଗତିରେ ଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ବର୍ତ୍ତମାନ ପର୍ୟ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆନନ୍ଦ ବଜାରରେ ବାସି ଅବଢା ବିକ୍ରି ଉପରେ ବାରଣ , ସ୍ୱତନ୍ତ୍ର ସୁରକ୍ଷା କର୍ମୀ ରଖିବେ ନଜର

‘ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରନ୍ତୁନି’: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ

ଭୁବନେଶ୍ୱର : ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ନିବେଦନ । ଟ୍ୱିଟ କରି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ । ଡାଇନିଂ ଟେବୁଲରେ...

ପାକିସ୍ତାନ ପାଇଁ ସ୍ପାଏ : ୟୁଟ୍ୟୁବର ଗିରଫ

ପାକିସ୍ତାନ ପାଇଁ ସ୍ପାଏ : ୟୁଟ୍ୟୁବର ଗିରଫ

ନୂଆଦିଲ୍ଲୀ :ହରିୟାଣାର ଲୋକପ୍ରିୟ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରା ଗିରଫ । ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଗିରଫ । ଜ୍ୟୋତିଙ୍କ ଟ୍ରାଭେଲ ୱିଥ ଜୋ ନାଁରେ...