The Ultimate Managed Hosting Platform
ADVERTISEMENT

ଇତିହାସ ବଦଳାଇବାକୁ ଚେଷ୍ଟା -ନବୀନ

Facebook
Twitter
LinkedIn

ଭୁବନେଶ୍ୱର : ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକ ଅବସରରେ ବିଜେପିକୁ ନବୀନଙ୍କ ନିଶାନା । ମହାନ ନେତାଙ୍କୁ ହଟାଇବାକୁ ଚେଷ୍ଟା ଚାଲିଛି କହିଲେ ନବୀନ ପଟ୍ଟନାୟକ । ଇତିହାସ ବଦଳାଇବାକୁ ଚେଷ୍ଟା ଚାଲିଛି , କେହି ଏହା କରିପାରିବେନି । ସମୟ ନଷ୍ଟ ନ କରି ବିକାଶର ନୂଆ ଅଧ୍ୟାୟ ସୃଷ୍ଟି କଲେ ଓଡିଶାର ମଙ୍ଗଳ ହେବ ।
ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ । ଦିନ ୧୦ ଟାରୁ ଦିନ ୧ ଟା ପର୍ୟ୍ୟନ୍ତ ସମୟ ଧାର୍ୟ୍ୟ କରାଯାଇଥିଲା । ଏହି ସମୟ ମଧ୍ୟରେ କେବଳ ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି । ନବୀନ ନାମାଙ୍କନ ଭରିବା ବେଳେ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ । ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଶଙ୍ଖ ଭବନରେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login