The Ultimate Managed Hosting Platform
ADVERTISEMENT

ଓଡିଶାକୁ ବଡ ଉପହାର, ୪ ହଜାର କୋଟିର ପ୍ରକଳ୍ପ ଭେଟି

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାକୁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ବଡ ଉପହାର । ଭେଟି ଦେଲେ ୪ ହଜାର କୋଟିରୁ ଉଦ୍ଧ୍ୱର୍ ଟଙ୍କାର ପ୍ରକଳ୍ପ । ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ଗଡକରୀ ।୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ । ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କା ରହିଛି ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ । ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ଯୋଡ଼ିବ ଏହି ସେତୁ । ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହୋଇପାରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login