The Ultimate Managed Hosting Platform
ADVERTISEMENT

ଖାଇକୁ ଖସିଲା କାର , ୫ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଗଭୀର ଖାଇକୁ ଖସିଲା କାର । ୫ ଜଣଙ୍କର ଚାଲିଗଲା ଜୀବନ । ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ମାନେ ବରଯାତ୍ରୀ ହୋଇଥିବା ସୂଚନା ରହିଛି । ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଥିଲା, ହେଲେ ବର୍ଷା ଯୋଗୁଁ ଉଦ୍ଧାର କାର୍ୟ୍ୟରେ ବାଧା ସୃଷ୍ଟି ହୋଇଥିଲା ।ଖବର ମୁତାବକ, ବିରହୀ-ନିଜମୁଲା ମୋଟର ମାର୍ଗରେ ବରଯାତ୍ରୀ ଗାଡ଼ିଟି ଖାଇକୁ ଖସିପଡିଥିଲା । ଏଥିରେ ୫ ଜଣ ରହିଥିଲେ । ଖାଇକୁ ଖସିପଡିବା ଯୋଗୁଁ ସମସ୍ତଙ୍କ ଜୀବନ ଚାଲିଯାଇଥିଲା । ଗାଡ଼ିରେ ଥିବା ସମସ୍ତ ଯାତ୍ରୀ ଏକ ବାହାଘରରେ ଯୋଗ ଦେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login