The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରବିବାରଠୁ ନିଖୋଜ ଥିଲେ ମହିଳା ମୃତଦେହ ଠାବ

Facebook
Twitter
LinkedIn

ଧର୍ମଗଡ଼ : ମହିଳାଙ୍କ ଝୁଲନ୍ତା ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ହାତୀପଖାନ ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ହାତୀପଖାନ ଗାଁର ଡିଙ୍ଗର ଭୋଇଙ୍କ ସ୍ତ୍ରୀ ଗୌରୀ ଭୋଇ। ସୂଚନା ଅନୁଯାୟୀ, ହାତୀପଖାନ ଗାଁର ଡିଙ୍ଗର ଭୋଇଙ୍କ ସ୍ତ୍ରୀ ଗୌରୀ ଭୋଇ ରବିବାର ଠାରୁ ନିଖୋଜ ଥିଲେ। ତେବେ ସୋମବାର ସକାଳୁ ଚାଷ ଜମିରେ ଥିବା ଏକ ଗଛରେ ତାଙ୍କର ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ତୁରନ୍ତ ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login