The Ultimate Managed Hosting Platform
ADVERTISEMENT

ବିଜେପିରେ ସାମିଲ ହେଲେ ଦେବଗଡ଼ ରାଜ ପରିବାର ସଦସ୍ୟ

Facebook
Twitter
LinkedIn

ଦେବଗଡ଼: ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ରାଜନିତି ଚଳଚଞ୍ଚଳ ରହିଛି । ନିର୍ବାଚନକୁ ଦୃଷ୍ଟିରେ ରଖି ଲୋକମାନେ ଦଳ ଅଦଳ ବଦଳ ମଧ୍ୟ କରିବାରେ ଲାଗିଛନ୍ତି । ଏଥି ମଧ୍ୟରେ ଆଜି ବିଜେପି ଦଳରେ ସାମିଲ ହୋଇଛନ୍ତି ଦେବଗଡ଼ର ରାଜ ପରିବାର ସଦସ୍ୟମାନେ । ତେବେ ରାଜ ପରିବାରର ସଦସ୍ୟ ଗଙ୍ଗଦେବ ଓ ତାଙ୍କ ପତ୍ନୀ ମାଧବୀ କୁମାରୀ ଦେବୀ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଥିବା ନେଇ ସୂଚନା ଦିଆଯାଇଛି । ବିଜେପି ପକ୍ଷରୁ ମାଧବୀ କୁମାରୀ ଦେବୀଙ୍କୁ ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ପାଇଁ ପ୍ରାର୍ଥୀ କରାଯିବ ବୋଲି ଘୋଷଣା କରାଯାଇଛି । ମୋଦିଜୀଙ୍କ ସୁଶାସନ ଏବଂ ଦଳର ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହେବା ସହ ଆଗାମୀ ଦିନରେ ଲୋକଙ୍କ ପାଇଁ କାମ କରିବାର ସୁଯୋଗ ପାଇପାରିବି ବୋଲି ମାଧବୀ କୁମାର ଦେବୀ ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login