The Ultimate Managed Hosting Platform
ADVERTISEMENT

୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

Facebook
Twitter
LinkedIn

ପୁରୀ ; ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି କାର୍ୟ୍ୟକ୍ରମରେ ଷଷ୍ଠ ପର୍ୟ୍ୟାୟରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ୨୦୦ କୋଟିର ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଅବସରରେ କହିଛନ୍ତି ଯେ, ମହିଳା ସଶକ୍ତ ହେଲେ, ବ୍ୟବସ୍ଥା ସୁଦୃଢ଼ ହେଲେ ଦେଶର ବିକାଶ ହେବ। ରିପୋର୍ଟ ଅନୁଯାୟୀ, ଗୁରୁବାର ୧ ଲକ୍ଷ ୭୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନା ଟଙ୍କା ପାଇବେ। କିଛି ହିତାଧିକାରୀ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିର ଦୁଇଟି କିସ୍ତିର ସୁଭଦ୍ରା ଯୋଜନା ଟଙ୍କା ପାଇବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login