ଜମ୍ମୁ କାଶ୍ମୀର: ସଏବେ ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଦାବି ସମୟ ନୁହେଁ । ବିଧାନସଭା ସ୍ୱତନ୍ତ୍ର ଅଧିବେଶନରେ କହିଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । ଯଦି ମୁଁ ଶସ୍ତା ରାଜନୀତି କରିଥାନ୍ତି ତା ହେଲେ ଏପରି ଦାବି କରିପାରନ୍ତି । ରାଜ୍ୟ ମାନ୍ୟତା ଫେରିବା ଦାବିରୁ ଓହରି ନାହୁଁ , ମାତ୍ର ଏବେ ନୁହେଁ । ପହଲଗାମ ଘଟଣା ପରେ କେଉଁ ମୁହଁରେ ମୁଁ ରାଜ୍ୟ ମାନ୍ୟତା ମାଗିବି । ଅତୀତରେ ରାଜ୍ୟ ମାନ୍ୟତା ମାଗିଛି , ଭବିଷ୍ୟତରେ ମାଗିବି, ଏବେ ନୁହେଁ । ମୃତାହତଙ୍କ ପରିବାରୁ କେଉଁ ଭାଷାରେ କ୍ଷମା ମାଗିବି ଭାଷା ପାଉନି । ରାଜ୍ୟ ମୁଖିଆ ଭାବେ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଫେରାଇବା ଦାତିତ୍ୱ ଥିଲା ।
ପହଲଗାମରେ ନିର୍ଦ୍ଦୋଷ ହିନ୍ଦୁଙ୍କ ହତ୍ୟାକାଣ୍ଡ ଉପରେ ସୋମବାର ୨୮ ଏପ୍ରିଲ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀର ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ଏକ ନିନ୍ଦା ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଏହି ନିର୍ମମ ହତ୍ୟାକାଣ୍ଡ ଉପରେ ତାଙ୍କର ଶୋକ ପ୍ରକାଶ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ପହଲଗାମ ଘଟଣାକୁ ଆଳ କରି ରାଜ୍ୟମାନ୍ୟତା ମାଗିବୁ ନାହିଁ ।
କେଉଁ ମୁହଁରେ ରାଜ୍ୟ ମାନ୍ୟତା ମାଗିବି : ଓମାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











