The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମିଳିବ ସିଏମ କିସାନ ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ହେଉଛି ଅକ୍ଷୟ ତୃତୀୟା। ଏହି ଅବସରରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା। ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ସିଏମ କିଷାନ ଟଙ୍କା ମିଳିବ। ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ। ସିଏମ କିଷାନ୍ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର ଟଙ୍କା। ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଦେବେ ମୋହନ ସରକାର । ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ମିଳୁଛି ୬ ହଜାର ଟଙ୍କା। ସୂଚନାଯୋଗ୍ୟ, ଗତ ବର୍ଷ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଙ୍ଗାଧର ମେହେର କଲେଜର ଅଡିଟୋରିଅମରେ ରାଜ୍ୟରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ସେଠାରେ ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login