The Ultimate Managed Hosting Platform
ADVERTISEMENT

ପିଲାଙ୍କୁ ଦିଆଯିବ “ଯାଦୁପେଡି”

Facebook
Twitter
LinkedIn

ଭୁବନେଶ୍ୱର : ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା । ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ଯାଦୁପେଡି । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟକୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ । ଏ ନେଇ ରାଜ୍ୟ ସରକାର ଖର୍ଚ୍ଚ କରିବେ ୯୦ କୋଟି । ଲୋକସେବା ଭବନରେ ଯାଦୁପେଡି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଦୁପେଡି ପିଲାଙ୍କୁ ପାଠ ପଢିବା ପାଇଁ ଆକୃଷ୍ଟ ହେବ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଥିବା ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login