The Ultimate Managed Hosting Platform
ADVERTISEMENT

କଟକ ବଡ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ କିମ୍ବା ବଡ଼ ମେଡିକାଲ ପର୍ୟ୍ୟନ୍ତ ମେଟ୍ରୋ ନେବାକୁ ଯୋଜନା କରାଯାଉଛି । ନୂଆ କମିଟି ଗଠନ କରାଯାଇ ଅନୁଧ୍ୟାନ କରାଯାଉଛି । କେବଳ ରାଜ୍ୟ ସରକାର ନୁହେଁ କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଗୃହ ଓ ନଗରମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login