The Ultimate Managed Hosting Platform
ADVERTISEMENT

ଆଜି ମାଟ୍ରିକ ରେଜଲ୍ଟ, ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମାଟ୍ରିକ ରେଜଲ୍ଟ । ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଯେଉଁ ଠାରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ । ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି ୫୬୭୬୭୫୦କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login