The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ

Facebook
Twitter
LinkedIn

କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ଫଳ । ଚଳିତ ବର୍ଷ ପାସ ହାର ରହିଛି ୯୪.୯୩% । ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ । ପାସ କରିଛନ୍ତି ୪ ଲକ୍ଷ ୮୪ ୮୬୩ ଛାତ୍ରଛାତ୍ରୀ । ପୁଅଙ୍କ ପାସ ହାର ୯୪% ରହିଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବୋର୍ଡ଼ର ୱେବସାଇଟ www.bseodisha.ac.inରେ ସନ୍ଧ୍ୟା ୬ ଟାରୁ ଉପଲବ୍ଧ ହେବ ରେଜଲ୍ଟ. । ଏସଏମଏସ କରି ରେଜଲ୍ଟ ମଧ୍ୟ ଜାଣିହେବ.OR10 ଲେଖି ରୋଲ ନମ୍ବର ଦେଇ ୫୬୭୬୭୫୦ କୁ ମେସେଜ କଲେ ଆସିଯିବ ରେଜଲ୍ଟ.ସୂଚନା ମୁତାବକ ଗତ ୧୯ ରୁ ଆରମ୍ଭ ହେଇଥିଲା ମାଟ୍ରିକ ଖାତା ଦେଖା। ରାଜ୍ୟର ୨୦ ହଜାର ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ଏହି ଖାତା ଦେଖା କାମରେ ନିୟୋଜିତ ହେଇଥିଲେ । ମେ ପ୍ରଥମ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ନେଇ ବୋର୍ଡର ଲକ୍ଷ୍ୟ ରଖିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login