The Ultimate Managed Hosting Platform
ADVERTISEMENT

ବହଳ ଗଛରୁ ପଡ଼ି ବୃଦ୍ଧଙ୍କ ମୃତ୍ୟୁ, ପୋଲିସ୍‌ର ତଦନ୍ତ ଜାରି

Facebook
Twitter
LinkedIn

ଧର୍ମଗଡ଼ : ଗଛରୁ ପଡି ବୃଦ୍ଧଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ, କୋକସରା ଥାନା ବୋବରିଆ ଛକ ଜାତୀୟ ରାଜପଥ କଡରେ ଥିବା ଏକ ବହଳ ଗଛରୁ ପଡି କାଉଡୋଳା ଗ୍ରାମର ଜଣେ ବୃଦ୍ଧ ତ୍ରିନାଥ ବେମାଲଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ତେବେ ଗତକାଲି ସନ୍ଧ୍ୟାରେ ସେ ଘରୁ ବାହାରି ବହଳ ଗଛରୁ ଶାଗ ତୋଳିବା ପାଇଁ ଗଛକୁ ଚଢିଥିବା ବେଳେ ଅସାବଧାନତା କାରଣରୁ ଗଛରୁ ପଡି ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି କ୍ଷ ଏନେଇ ଘଟଣାସ୍ଥଳରେ କୋକସରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ଷ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login