The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ୪ ଟାରେ ବାଜିବ ସାଇରନ , ସାଇରନ୍ ଶୁଭିଲେ କ’ଣ କରିବେ ?

Facebook
Twitter
LinkedIn

ବୁରୋ : ସାଇରନ୍ ଶୁଭିଲେ କ’ଣ କରିବେ ?
୫ ରୁ ୧୦ ମିନିଟ୍ ଭିତରେ ସୁରକ୍ଷିତ ସ୍ଥାନକୁ ଚାଲିଯିବେ
ଟିଭି, ରେଡିଓ ଓ ସରକାରୀ ଆଲର୍ଟ ପ୍ରତି ଧ୍ୟାନ ଦେବେ
ଗୁଜବକୁ ଧ୍ୟାନ ନଦେଇ କେବଳ ଅଧିକାରୀକ ସୂଚନା ଉପରେ ଭରସା ରଖିବେ
ପ୍ରାଶାସନିକ ନିର୍ଦ୍ଦେଶକୁ ପାଳନ କରିବେ
ଶାନ୍ତ ରହିବେ, ବିବ୍ରତ ହେବେନି
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକଡ୍ରିଲ୍ । ଆକାଶରୁ ହମଲା ହେଲେ କେମିତି ସାଇରନ୍ ବାଜିବ, କାଲି ତାର ପୂର୍ବାଭ୍ୟାସ କରାଯିବ । ଏହି ମକଡ୍ରିଲରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀ ସାମିଲ ହେବେ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାର ଅଭ୍ୟାସ ଏହି ମକଡ୍ରିଲରେ କରାଯିବ ।

ଅନ୍ୟପଟେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୧୨ଟି ସ୍ଥାନରେ ହେବା ପରେ ଆଗକୁ ଗାଁରେ ବି ହେବ ମକଡ୍ରିଲ୍‌ । କାଲିଠୁ ପର୍ୟ୍ୟାୟ କ୍ରମେ ସପ୍ତାହେ ଧରି କାର୍ୟ୍ୟକ୍ରମ ଚାଲିବ । ବୁଧବାର ଉପକୂଳବର୍ତ୍ତୀ ଜିଲ୍ଲା, ସହରାଞ୍ଚଳରେ ହେବ ମକ୍ ଡ୍ରିଲ୍ । ଯୁଦ୍ଧ ସମୟରେ କ’ଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ । ଓଡ୍ରାଫ, ଅଗ୍ନିଶମ, ଓଡ଼ିଶା ପୋଲିସ, ଅର୍ଦ୍ଧ ସାମରିକ ବାହିନୀଙ୍କର ମକଡ୍ରିଲ୍‌ରେ ଭୂମିକା ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login