The Ultimate Managed Hosting Platform
ADVERTISEMENT

ବଢିଲା ପାରାଦୀପ ବନ୍ଦର ସୁରକ୍ଷା, ସୁରକ୍ଷା ସ୍ତର ୨କୁ ବୃଦ୍ଧି

Facebook
Twitter
LinkedIn

ପାରାଦୀପ : ଉତ୍ତେଜନାକୁ ଦୃଷ୍ଟିରେ ରଖି ବଢିଲା ପାରାଦୀପ ବନ୍ଦର ସୁରକ୍ଷା । ପାରାଦୀପ ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଗଲା । ସୁରକ୍ଷା ସ୍ତର ବୃଦ୍ଧି ସହ ସମସ୍ତ ଜାହାଜ ଉପରେ କଡା ନଜର । ସୁରକ୍ଷା କର୍ମୀଙ୍କ ସଂଖ୍ୟା ବୃଦ୍ଧି , ପାଟ୍ରୋଲିଂ କଡାକଡି । ଏନେଇ ସୂଚନା ଦେଲେ ପାରାଦ୍ବୀପ ପୋର୍ଟ ଅଧ୍ୟକ୍ଷ । ସେହିପରି ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ୟ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍ ବୁଲିବା ମନା ହୋଇଛି । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହ ଯବାନ ମୁତୟନ ହୋଇଛନ୍ତି । ସେପଟେ କେନ୍ଦ୍ରାପଡା ଜିଲାରେ ଥିବା ଲାଇଟ୍ହାଉସକୁ ପର୍ୟ୍ୟଟକଙ୍କୁ ବାରଣ କରାଯାଇଛି । ସାଂପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।
:

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login