ବାଲେଶ୍ୱର : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟି ସୁରକ୍ଷା ସମୀକ୍ଷା ବୈଠକ । ପୂର୍ବାଞ୍ଚଳ ଡିଆଜି ଅଧ୍ୟକ୍ଷତାରେ ଶେଷ ହେଲା ବୈଠକ । ବୈଠକରେ ଉପସ୍ଥିତ ଅଛନ୍ତି ପୂର୍ବାଞ୍ଚଳ ଡିଆଇଜିଙ୍କ ସମେତ ଏସପି ଓ ଥାନାଧିକାରୀ । ଯେହେତୁ ବତ୍ତର୍ମାନ ସାରା ଦେଶ ପାଇଁ ଏକ ସମ୍ବେଦନଶୀଳ ସମୟ ଚାଲିଛି ତେଣୁ ଓଡିଶା ବି ଏଥିରୁ ବାଦ୍ ପଡୁନି । ଏଠାରେ ରହିଥିବା ପ୍ରତିରକ୍ଷାର ବଡ ବଡ ପ୍ରତିଷ୍ଠାନ ସବୁ ରହିଛି ତେଣୁ ଏସବୁର ସୁରକ୍ଷା ପାଇଁ ସୁରକ୍ଷାକୁ କଡାକଡି କରାଯାଇଛି । କେଉଁଭଳି ରଣନୀତି ଆମେ ନେବା ଦରକାର ତା’ ଉପରେ ଆଲୋଚନା ହେଉଛି। ହୁଏତ ଶତ୍ରୁ ନିଜରରେ ଆଗକୁ ଏସବୁ ସ୍ଥାନ ରହିପାରେ , ଏହାକୁ ଦୃଷ୍ଟିରେ ରଖି ଆଜିର ଏହି ବୈଠକ ବୋଲି ସୂଚନା ରହିଛି ।
କେବଳ ଚାନ୍ଦିପୁର ନୁହେଁ ରାଜ୍ୟର ବିଭିନ୍ନ ଗୁରୁତ୍ବପୂ୍ର୍ଣ ସ୍ଥାନଗୁଡିକୁ ଏବେ ସୁରକ୍ଷା ବଳୟରେ ରଖାଯାଇଛି । ହୀରାକୁଦ ଡ୍ୟାମକୁ ମଧ୍ୟ ସୂରକ୍ଷାରେ ରଖାଯାଇଛି । ଶ୍ରତୁ ପକ୍ଷରୁ ପ୍ରତିଟି ଆକ୍ରମଣାତ୍ମକ ପଦକ୍ଷେପକୁ ଯେପରି ପ୍ରତିହତ କରିହେବ ସେଥିପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ସତର୍କ ଅଛନ୍ତି ।
ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ସୁରକ୍ଷା ସମୀକ୍ଷା ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











