The Ultimate Managed Hosting Platform
ADVERTISEMENT

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

Facebook
Twitter
LinkedIn

କଟକ : ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ। ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଶପଥ ପାଠ କରାଇଛନ୍ତି। ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ ଶ୍ରୀପଦ। ଜଷ୍ଟିସ ଶ୍ରୀପଦଙ୍କର କର୍ଣ୍ଣାଟକ ହାଇକୋର୍ଟରୁ ଓଡିଶା ହାଇକୋର୍ଟ ବଦଳି ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login