The Ultimate Managed Hosting Platform
ADVERTISEMENT

ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ମୋଦୀ, ସାରା ବିଶ୍ୱର ରହିଛି ନଜର

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ରାତି ୮ଟାରେ ସମ୍ବୋଧନ କରିବେ ମୋଦି । ମୋଦି କ’ଣ କହିବେ ଏହାକୁ ନେଇ ସାରା ବିଶ୍ବର ନଜର ରହିଛି । ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ସେନାର ପ୍ରମୁଖ, ସିଡିଏସ ଅନିଲ ଚୌହ୍ବାନ, ଏନଏସଏ ଅଜିତ ଡୋଭାଲ ଏବଂ ବିଦେଶ ସଚିବ ବିକ୍ରମ ମିସ୍ରିଙ୍କ ସହିତ ମିଟିଂ କରିଛନ୍ତି । ଭାରତ-ପାକିସ୍ତାନ ଯୁଦ୍ଧବିରତି ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ସମ୍ବୋଧନ । ତେବେ ଅପରେସନ ସିନ୍ଦୂର ନେଇ ବଡ଼ ବୟାନ ସହ ନୂଆ କିଛି କଥା କିମ୍ବା ଘୋଷଣା କରିପାରନ୍ତି ବୋଲି ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login