The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ସୁଦ୍ଧା ଆଣ୍ଡାମାନ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୈାସୁମୀ ବାୟୁ

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତାକାଲି ଆଣ୍ଡାମାନ ଛୁଇଁବ ମୌସୁମୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଞ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳକୁ ଛୁଇଁବା ସମ୍ଭାବନା ରହିଛି । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login